ବ୍ରହ୍ମପୁର ସାଂସଦଙ୍କୁ ନୂଆ ଦାୟିତ୍ୱ ; BJD ଇସ୍ତାହାର କମିଟି ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ
BJD ଇସ୍ତାହାର କମିଟି ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ | ବ୍ରହ୍ମପୁର ସାଂସଦଙ୍କୁ ନୂଆ ଦାୟିତ୍ୱ। ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ବିଜେଡି ନିର୍ବାଚନୀ ଇସ୍ତାହାର କମିଟିର ଅଧ୍ୟକ୍ଷ ଦାୟିତ୍ୱ ଦେଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ଏଥିସହିତ ତାଙ୍କୁ ରାଜ୍ୟ ଉପ ସଭାପତି ଭାବେ ମଧ୍ୟ ନୂଆ ନିଯୁକ୍ତି ମିଳିଛି । ବର୍ତ୍ତମାନ ବ୍ରହ୍ମପୁର ସାଂସଦ ଅଛନ୍ତି ଚନ୍ଦ୍ରଶେଖର ସାହୁ |

