Politics ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଅମାତ ; ସୁନ୍ଦରଗଡ଼ର ବରିଷ୍ଠ ନେତା ସନ୍ତୋଷ ଅମାତ | April 5, 2024 mos live Spread the loveବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଅମାତ ; ସୁନ୍ଦରଗଡ଼ର ବରିଷ୍ଠ ନେତା ସନ୍ତୋଷ ଅମାତ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଇଛନ୍ତି ଇସ୍ତଫା ପତ୍ର | ଇସ୍ତଫା ନେଇ ଏକ୍ସ ଜରିଆରେ ଦେଇଛନ୍ତି ସୂଚନା | ଟିକେଟ ନେଇ ଅସନ୍ତୋଷ ପ୍ରକାଶ କରି ଇସ୍ତଫା ଦେଇଥିବା ସୂଚନା |