Politics

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ପ୍ରଭାସ ସିଂହ

Spread the love

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ପ୍ରଭାସ ସିଂହ | ପୂର୍ବତନ ସାଂସଦ ତଥା ବରଗଡ଼ ଜିଲ୍ଲା ବିଜେଡି ସଭାପତି ପ୍ରଭାସ | ନବୀନ ନିବାସ ଆସି ଇସ୍ତଫା ପତ୍ର ପ୍ରଦାନ କଲେ ପ୍ରଭାସ | ୨୦୧୪ରୁ ୧୯ ପର୍ଯ୍ୟନ୍ତ ବରଗଡ଼ ସାଂସଦ ଥିଲେ ପ୍ରଭାସ ସିଂହ | ଏଥର ଟିକେଟ ଆଶାୟୀ ଥିଲେ, ଦଳ ପରିଣୀତା ମିଶ୍ରଙ୍କୁ ଟିକେଟ ଦେଲା | ଅସନ୍ତୁଷ୍ଟ ହେଇ ଦଳର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଲେ ପ୍ରଭାସ ।

Leave a Reply

Your email address will not be published. Required fields are marked *