Uncategorized ନୂଆବସଷ୍ଟାଣ୍ଡକୁ ବିରୋଧ କରି ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ; କଣ୍ଟାବାଞ୍ଜି ନଗର କମିଟି ଓ ଅନ୍ୟ ଅନୁଷ୍ଠାନ ପକ୍ଷରୁ ବନ୍ଦ ପାଳନ, ନୂଆ ବସଷ୍ଟାଣ୍ଡ ନିର୍ମାଣକୁ ବିରୋଧ, ପୁରୁଣା ବସଷ୍ଟାଣ୍ଡକୁ ଆଧୁନିକୀକରଣ ଦାବି, ପ୍ରତିବାଦରେ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ କଣ୍ଟାବାଞ୍ଜି ବନ୍ଦ | April 10, 2024 mos live Spread the loveନୂଆବସଷ୍ଟାଣ୍ଡକୁ ବିରୋଧ କରି ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ; କଣ୍ଟାବାଞ୍ଜି ନଗର କମିଟି ଓ ଅନ୍ୟ ଅନୁଷ୍ଠାନ ପକ୍ଷରୁ ବନ୍ଦ ପାଳନ, ନୂଆ ବସଷ୍ଟାଣ୍ଡ ନିର୍ମାଣକୁ ବିରୋଧ, ପୁରୁଣା ବସଷ୍ଟାଣ୍ଡକୁ ଆଧୁନିକୀକରଣ ଦାବି, ପ୍ରତିବାଦରେ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ କଣ୍ଟାବାଞ୍ଜି ବନ୍ଦ |