ଆଞ୍ଚଳିକ

ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି ; ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏଁ ୪ ଘଣ୍ଟା ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ

Spread the love

ପୁରୀ: ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି। ଏଥିଲାଗି ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ନୀତି ଆରମ୍ଭ ହେବ। ମହାପ୍ରଭଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବକ |

Leave a Reply

Your email address will not be published. Required fields are marked *