ଆଞ୍ଚଳିକ

ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମ ଆଶ୍ବସ୍ତି | ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଆତ୍ମସମର୍ପଣରୁ ଛାଡ଼ କଲେ SC | ଏପ୍ରିଲ ୨୨ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଆତ୍ମସମର୍ପଣ କରିବେନି | ORHDC ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡ କାଏମ ରଖିଥିଲେ ହାଇକୋର୍ଟ |

Spread the love

Leave a Reply

Your email address will not be published. Required fields are marked *