ରାଜ୍ୟ

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି କାଲିଠୁ ୩ ଦିନ ଯାଏଁ ବନ୍ଦ ରହିବ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ । ୧୮ ରୁ ୨୦ ତାରିଖ ଯାଏଁ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର ।

Spread the love

Leave a Reply

Your email address will not be published. Required fields are marked *