Politics

ବିଜେଡିରୁ ଇସ୍ତଫା ଦେଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ବରୀ ପାଣିଗ୍ରାହୀ

Spread the love

ବିଜେଡିରୁ ଇସ୍ତଫା ଦେଲେ ରାସେଶ୍ବରୀ ପାଣିଗ୍ରାହୀ | ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ବରୀ ପାଣିଗ୍ରାହୀ | ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ଇସ୍ତଫା ଦେଲେ | ଦଳର ସୁପ୍ରିମୋ ନବୀନଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର | ଟିକେଟ ଆଶାୟୀ ଥିଲେ, ନମିଳିବାରୁ ଅସନ୍ତୁଷ୍ଟ ଥିଲେ ରାସେଶ୍ବରୀ |

Leave a Reply

Your email address will not be published. Required fields are marked *