Politics କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ମିଳିଲା ଜାମିନ April 23, 2024 mos live Spread the loveକଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ମିଳିଲା ଜାମିନ | ORHDC ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟରୁ ଜାମିନ | ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ରାୟ କାୟମ ରଖିଥିଲେ HC | ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ |