Politics

ବାରବାଟୀ କଟକରୁ କଂଗ୍ରେସ ପ୍ରାର୍ଥୀ ହୋଇପାରନ୍ତି ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ

Spread the love

ବାରବାଟୀ କଟକରୁ କଂଗ୍ରେସ ପ୍ରାର୍ଥୀ ହୋଇପାରନ୍ତି ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ
-ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ
-ମୋକିମଙ୍କ ସମ୍ଭାବନା ଶେଷ ହେବା ପରେ ଝିଅକୁ ନେଇ ଅଙ୍କକଷା
-ମୋକିମଙ୍କ ଘରେ ସମର୍ଥକଙ୍କୁ ନେଇ ଚାଲିଛି ଗୁରୁତ୍ବପୂର୍ଣ୍ଣ ବୈଠକ
-ମୋକିମଙ୍କ ଜାଗାରେ ଝିଅ ସୋଫିଆଙ୍କୁ ପ୍ରାର୍ଥୀ କରିବାକୁ ସହମତି
-ଏନେଇ ହାଇକମାଣ୍ଡଙ୍କୁ ଜଣାଇବାକୁ ବୈଠକରେ ସହମତି ସୂଚନା

Leave a Reply

Your email address will not be published. Required fields are marked *