Politics

ପଦ୍ମ ଧରିଲେ ପୂର୍ବତନ ହକି ଟିମ୍‌ ଅଧିନାୟକ ପ୍ରବୋଧ ତିର୍କୀ

Spread the love

ପଦ୍ମ ଧରିଲେ ପୂର୍ବତନ ହକି ଟିମ୍‌ ଅଧିନାୟକ ପ୍ରବୋଧ ତିର୍କୀ | ସୋନପୁର ସମାବେଶକୁ ଆସି ବିଜେପିରେ ମିଶିଲେ | ରାଜ୍ୟ ବିଜେପିର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ସାମିଲ | ପ୍ରବୋଧଙ୍କୁ କଂଗ୍ରେସ ତଳସରା ଟିକେଟ ଦେଇ ଫେରାଇ ନେଇଥିଲା |

Leave a Reply

Your email address will not be published. Required fields are marked *