ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି | ୫ ସଂସଦୀୟ କ୍ଷେତ୍ର- ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ, ଆସିକା | ମେ’ ୩ ଯାଏଁ ନାମାଙ୍କନ ଦାଖଲ, ମେ’ ୪ରେ ଯାଞ୍ଚ | ମେ ୨୦ ତାରିଖରେ ହେବ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ |