Uncategorized କୁମ୍ଭୀର ପ୍ରଜନନ ପାଇଁ ଆଜିଠୁ ୩ ମାସ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ May 1, 2024 mos live Spread the loveଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ | କୁମ୍ଭୀର ପ୍ରଜନନ ପାଇଁ ୩ ମାସ ବନ୍ଦ ରହିବ ଭିତରକନିକା | ବନ୍ଦ ନେଇ ରାଜନଗର ବନବିଭାଗ ପକ୍ଷରୁ ସୂଚନା |