ଆଞ୍ଚଳିକ ପୁଣି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ୧୦ ତାରିଖରେ ଭୁବନେଶ୍ଵରରେ ମୋଦିଙ୍କ ରୋଡ୍ ସୋ’। ଭୁବନେଶ୍ଵରର ଏକାମ୍ର, ଉତ୍ତର ଓ ମଧ୍ୟ ଭୁବନେଶ୍ଵରରେ କରିବେ ରୋଡ୍ ସୋ’ । ୧୧ ତାରିଖରେ ବଲାଙ୍ଗିର ସାଧାରଣ ସଭାରେ ଯୋଗଦେବେ। May 4, 2024 mos live Spread the loveପୁଣି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ୧୦ ତାରିଖରେ ଭୁବନେଶ୍ଵରରେ ମୋଦିଙ୍କ ରୋଡ୍ ସୋ’। ଭୁବନେଶ୍ଵରର ଏକାମ୍ର, ଉତ୍ତର ଓ ମଧ୍ୟ ଭୁବନେଶ୍ଵରରେ କରିବେ ରୋଡ୍ ସୋ’ । ୧୧ ତାରିଖରେ ବଲାଙ୍ଗିର ସାଧାରଣ ସଭାରେ ଯୋଗଦେବେ।