Uncategorized ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି ଅନୁଷ୍ଠିତ । ପ୍ରାୟ ୪ଘଣ୍ଟା ଅର୍ଥାତ ସନ୍ଧ୍ଯା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ସ୍ୱତନ୍ତ୍ର ନୀତି । May 6, 2024 mos live Spread the loveଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି ଅନୁଷ୍ଠିତ । ପ୍ରାୟ ୪ଘଣ୍ଟା ଅର୍ଥାତ ସନ୍ଧ୍ଯା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ସ୍ୱତନ୍ତ୍ର ନୀତି ।