ଆଞ୍ଚଳିକ ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି, ବନକଲାଗି ନୀତି ପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ | ସନ୍ଧ୍ୟା ୬ଟାରୁ ରାତି ୧୨ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ | ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ହେବ ବନକଲାଗି ନୀତି | May 8, 2024 mos live Spread the loveପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି, ବନକଲାଗି ନୀତି ପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ | ସନ୍ଧ୍ୟା ୬ଟାରୁ ରାତି ୧୨ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ | ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ହେବ ବନକଲାଗି ନୀତି |