ବୌଦ୍ଧ: ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ୯ ମାଓବାଦୀଙ୍କ ଆତ୍ମସମର୍ପଣ
ବୌଦ୍ଧ: ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ୯ ମାଓବାଦୀଙ୍କ ଆତ୍ମସମର୍ପଣ । ସମସ୍ତ ୯ ମାଓବାଦୀ ଛତିଶଗଡ଼ ଦନ୍ତେୱାଡ଼ା ଜିଲ୍ଲାର ହୋଇଥିବା ସୂଚନା । ଏମାନଙ୍କ ଭିତରେ ୨ ଜଣ ମହିଳା ମାଓବାଦୀ ହେଲେ ୟୋଗି ମାଡଭି ଓ ପୋଜେ ମାଡଭି । ସେହିପରି ପୁରୁଷ ମାଓବାଦୀମାନେ ହେଲେ ଭୀମ କାଡଟି, ଭୀମ ବଂଜାମ, ବନ୍ଦୀ ବଂଜାମ, ଅରମା ରାବୀ, ମଲ୍ଲା ମାଡଭି, ଦେବ କାଟଭି ଓ ଆୟତା ମାଡଭି ।

