Politics ସାଲେପୁରରୁ ନାମାଙ୍କନ ଦାଖଲ କଲେ ବିଜେପି ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ May 9, 2024 mos live Spread the loveସାଲେପୁରରୁ ନାମାଙ୍କନ ଦାଖଲ କଲେ ବିଜେପି ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ। ଏକ ବିରାଟ ଶୋଭାଯାତ୍ରାରେ ଆସି ଅରିନ୍ଦମ କଟକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ପୂର୍ବରୁ ସେ କଟକର ଚଣ୍ଡୀମନ୍ଦିର ଯାଇ ମା’ଙ୍କ ଆଶୀର୍ବାଦ ନେଇଥିଲେ।