Uncategorized

ପୁରୀରେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ

Spread the love

ପୁରୀରେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ । ସ୍ବତନ୍ତ୍ର ହେଲିକପ୍ଟରରେ ପୁରୀରେ ପହଞ୍ଚିଲେ ଗଡ଼କରୀ । ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Leave a Reply

Your email address will not be published. Required fields are marked *