Politics

ଆଜି ବାରଣାସୀରୁ ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Spread the love

ଆଜି ବାରଣାସୀରୁ ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ କାଶୀ ବିଶ୍ୱନାଥ ମନ୍ଦିରରେ କଲେ ପୂଜାଚ୍ଚର୍ନା । ତୃତୀୟ ଥର ପାଇଁ ବାରଣାସୀରୁ ପ୍ରାର୍ଥୀ ହୋଇଛନ୍ତି ମୋଦୀ । ଗତକାଲି ବାରଣାସୀରେ ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ ସୋ’ ଦେଖିବାକୁ ମିଳିଥିଲା । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାତଙ୍କ ସହ ମିଶି ୬ କିଲୋମିଟରର ରୋଡ ସୋ’ କରିଥିଲେ ମୋଦୀ ।

Leave a Reply

Your email address will not be published. Required fields are marked *