Uncategorized ୧୬ରେ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ ସୋ May 14, 2024 mos live Spread the love୧୬ରେ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ ସୋ ଗଙ୍ଗନଗର ଛକରୁ ରୋଡ ସୋ ବାହାରି LIC ଅଫିସ, ଗୋପବନ୍ଧୁ ଛକ, ଡିଏଭି ଛକ, ନୂଆସାହି, ବେହେରା ସାହି, ନିକୋ ପାର୍କ ଛକ, ବାୟାବାବା ମଠ ଦେଇ ଜନପଥ ପର୍ଯ୍ୟନ୍ତ ଯିବ।