ବ୍ୟକ୍ତିତ୍ୱ ପୂର୍ବତନ ମନ୍ତ୍ରୀ ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ପରଲୋକ May 15, 2024 mos live Spread the loveପୂର୍ବତନ ମନ୍ତ୍ରୀ ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ପରଲୋକ | ୮୭ ବର୍ଷରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ | ଅସୁସ୍ଥତା କାରଣରୁ ଦୀର୍ଘଦିନ ହେବ ଚିକିତ୍ସାଧୀନ ଥିଲେ | ବିଷମକଟକରୁ ୫ଥର ବିଧାୟକ ହୋଇଥିଲେ ଡମ୍ବୁରୁଧର |