Uncategorized

ଓଡ଼ିଶା ଆସୁଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

Spread the love

ଓଡ଼ିଶା ଆସୁଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ | କଟକରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ | ନରସିଂହପୁର ଜଗନ୍ନାଥ ମନ୍ଦିରରେ ଦର୍ଶନ କରିବେ | ପରେ ଜନ ସମାବେଶ ଓ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେବେ | ସନ୍ଧ୍ୟାରେ ଆଠଗଡ଼ ଓ କଟକ ସଭାକୁ ସମ୍ବୋଧନ କରିବେ |

Leave a Reply

Your email address will not be published. Required fields are marked *