Uncategorized

ଆଜି ପୁଣି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ସମ୍ବଲପୁର, କେନ୍ଦୁଝର, ପରଜଙ୍ଗ ଓ ନୟାଗଡ଼ରେ ରହିଛି କାର୍ଯ୍ୟକ୍ରମ । ଜନସଭାକୁ ସମ୍ବୋଧନ କରିବେ କେନ୍ଦ୍ର ଗୃହମନ୍ତ୍ରୀ । ବିଜେପି ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ୍ ।

Spread the love

Leave a Reply

Your email address will not be published. Required fields are marked *