Politics

ଶେଷ ପର୍ଯ୍ୟାୟ ନିର୍ବାଚନ । ଏହା ପୂର୍ବରୁ ଆଜି ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

Spread the love

ଶେଷ ପର୍ଯ୍ୟାୟ ନିର୍ବାଚନ । ଏହା ପୂର୍ବରୁ ଆଜି ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ନିମାପଡ଼ା, କୋରେଇ ଏବଂ ଚାନ୍ଦବାଲିରେ ଦଳୀୟ ସମାବେଶରେ ହେବେ ସାମିଲ । ଗସ୍ତକୁ ନଜରରେ ରଖି ନିମାପଡ଼ାରେ ଚାଲିଛି ଜୋରଦାର ପ୍ରସ୍ତୁତି । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମଧ୍ୟ ଓଡ଼ିଶା ଗସ୍ତରେ ଆସି ବାଲେଶ୍ୱର, ମୟୂରଭଞ୍ଜ ଏବଂ କେନ୍ଦ୍ରାପଡ଼ାରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି ।

Leave a Reply

Your email address will not be published. Required fields are marked *