Politics ଆଜି ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି May 30, 2024 mos live Spread the loveଆଜି ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି -ବାଲେଶ୍ବର ଓ ଭଦ୍ରକ ଲୋକସଭା କ୍ଷେତ୍ରରେ ପ୍ରଚାର କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧି -ଦିନ ୧୧ଟା ୧୫ରେ ସାଧାରଣ ସଭାରେ ଯୋଗ ଦେବେ -ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ରାହୁଲ ଗାନ୍ଧି