ଦେଶ ବିଦେଶ

ଆସନ୍ତା ୧୨ ତାରିଖରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଚନ୍ଦ୍ରବାବୁ ନାଇଡ଼ୁ

Spread the love

ଆସନ୍ତା ୧୨ ତାରିଖରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଚନ୍ଦ୍ରବାବୁ ନାଇଡ଼ୁ | ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ତେଲୁଗ ଦେଶମ ପାର୍ଟି(TDP) ସୁପ୍ରିମୋ ଚନ୍ଦ୍ରବାବୁ ନାଇଡ଼ୁ |

Leave a Reply

Your email address will not be published. Required fields are marked *