ଆଞ୍ଚଳିକ ଆସନ୍ତା ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ June 7, 2024 mos live Spread the loveଆସନ୍ତା ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ | ଅକ୍ଟୋବର ମାସ ପର୍ଯ୍ୟନ୍ତ ବନ୍ଦ ନେଇ ବନବିଭାଗ ପକ୍ଷରୁ ନୋଟିସ୍ | ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ବନ୍ଦ ହେବ |