ବ୍ୟକ୍ତିତ୍ୱ ୬ ମାସ ଛୁଟିରେ ଗଲେ IAS ସୁଜାତା କାର୍ତ୍ତିକେୟନ June 7, 2024 mos live Spread the love୬ ମାସ ଛୁଟିରେ ଗଲେ IAS ସୁଜାତା କାର୍ତ୍ତିକେୟନ | ଜୁନରୁ ନଭେମ୍ବର ୨୬ ତରିଖ ଯାଏଁ ଛୁଟିରେ ଗଲେ ସୁଜାତା କାର୍ତ୍ତିକେୟନ | ଝିଅର ଦଶମ ପରୀକ୍ଷା ପ୍ରସ୍ତୁତି ପାଇଁ ଛୁଟି ନେଲେ | ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଅଛନ୍ତି ସୁଜାତା |