ରାଜ୍ୟ

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି

Spread the love

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି | ନୂଆ ସରକାର ଗଠନ ପାଇଁ ଆମନ୍ତ୍ରଣ କଲେ ରାଷ୍ଟ୍ରପତି | ୯ ତାରିଖ ସନ୍ଧ୍ୟା ୭ଟା ୧୫ରେ ଶପଥ ଗ୍ରହଣ | ତୃତୀୟ ଥର ପାଇଁ ଶପଥ ନେବେ ପ୍ରଧାନମନ୍ତ୍ରୀ ମୋଦି |

Leave a Reply

Your email address will not be published. Required fields are marked *