ଓଡିଶାର ମୁଖ୍ୟମନ୍ତ୍ରୀ କିଏ ହେବ ? ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବ ପର୍ଯବେକ୍ଷକ ନିଯୁକ୍ତ
ଭୁବନେଶ୍ବର: କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏବେ ତାରି ଉପରେ ସମସ୍ତଙ୍କ ନଜର। ଏହାରି ଭିତରେ ଯେତେେବେଳ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀ ଦାୟିତ୍ୱ ନେଇସାରିଛନ୍ତି। ଏଣେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଚୟନ କରିବାକୁ ଦୁଇ ପର୍ଯ୍ୟବେକ୍ଷକ ବିଜେପି ମଧ୍ୟ ନିଯୁକ୍ତ କରାଯାଇଛି। ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୂପିନ୍ଦର ଯାଦବଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। କିଏ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବେ ତାହା ଏହି ଦୁଇ ନେତା ନିର୍ଣ୍ଣୟ କରିବେ।

