Politics

ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ

Spread the love

ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ । ନିର୍ବାଚନରେ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଦଳ ଛାଡ଼ିଥିବା କାରଣ ଦର୍ଶାଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ଚିଠି ଲେଖିଛନ୍ତି।

Leave a Reply

Your email address will not be published. Required fields are marked *