ଆସନ୍ତାକାଲି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପାଇଁ ସୁରକ୍ଷା ବ୍ୟବସ୍ଥା ; ସୁରକ୍ଷା ବ୍ୟବସ୍ଥା ନେଇ ପୁଲିସ କମିଶନର ସଂଜୀବ ପଣ୍ଡାଙ୍କ ସୂଚନା
ଆସନ୍ତାକାଲି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପାଇଁ ସୁରକ୍ଷା ବ୍ୟବସ୍ଥା
-ସୁରକ୍ଷା ବ୍ୟବସ୍ଥା ନେଇ ପୁଲିସ କମିଶନର ସଂଜୀବ ପଣ୍ଡାଙ୍କ ସୂଚନା
-ସମାରୋହ ପାଇଁ ମୋଟ ୬୭ ପ୍ଲାଟୁନ ଫୋର୍ସ ମୁତୟନ ହେବେ
-ତମାମ କାର୍ଯ୍ୟକ୍ରମ ପାଇଁ ଜଣେ ଆଇଜି ଓ ୨ ଡିଆଇଜିଙ୍କୁ ଦାୟିତ୍ୱ
-ଜନତା ମଇଦାନ ସୁରକ୍ଷା ଦାୟିତ୍ବ ତଦାରଖ କରିବେ ଆଇଜି ପ୍ରବୀଣ କୁମାର
-ଆଇଜି ସାର୍ଥକ ଷଡ଼ଙ୍ଗୀ ଏୟାରପୋର୍ଟ, ଉମାଶଙ୍କର ଦାସ ଟ୍ରାଫିକ ବୁଝିବେ
-୧୩ ଡିସିପି, ୧୮ ଏଡିସିପି ରାଙ୍କ ଅଧିକାରୀ ମଧ୍ୟ ଦାୟିତ୍ବରେ ରହିବେ
-୫୮ ଏସିପି, ୯୪ ଇନ୍ସପେକ୍ଟର, ୩୧୨ ଏସ୍ଆଇ/ଏଏସ୍ଆଇ ରହିବେ
-ଆସନ୍ତାକାଲି ଦିନ ୨ଟାରୁ ୭ଟା ପର୍ଯ୍ୟନ୍ତ ସଂପୃକ୍ତ ଅଞ୍ଚଳରେ ଟ୍ରାଫିକ କଟକଣା

