ରାଜ୍ୟ

ସାରା ରାଜ୍ୟରେ ସିବିଆଇ ପକ୍ଷରୁ ବଡ଼ ଧରଣର ରେଡ୍‌ ; ଗ୍ରାମୀଣ ଡାକ ସେବକ ପରୀକ୍ଷାରେ ସାର୍ଟିଫିକେଟ ଜାଲ୍ ନେଇ ରେଡ୍‌

Spread the love

-ସାରା ରାଜ୍ୟରେ ସିବିଆଇ ପକ୍ଷରୁ ବଡ଼ ଧରଣର ରେଡ୍‌
-ଗ୍ରାମୀଣ ଡାକ ସେବକ ପରୀକ୍ଷାରେ ସାର୍ଟିଫିକେଟ ଜାଲ୍ ନେଇ ରେଡ୍‌
-ରାଜ୍ୟର ବିଭିନ୍ନ ଜିଲ୍ଲାରେ ୬୭ ସ୍ଥାନରେ ରେଡ୍‌ କରୁଛି ସିବିଆଇ
-କଳାହାଣ୍ଡି, ନୂଆପଡ଼ା, ରାୟଗଡ଼ା, ବାଲେଶ୍ବର, ଭଦ୍ରକ ଅଞ୍ଚଳରେ ରେଡ୍‌
-ରେଡ୍‌ରେ ସିବିଆଇର ୧୨୨ ଅଫିସରଙ୍କ ସହ ୨୦୪ ଅଫିସର ସାମିଲ
-ପୋଷ୍ଟାଲ ସର୍ଭିସ ନିର୍ଦ୍ଦେଶକଙ୍କ ପକ୍ଷରୁ ସିବିଆଇରେ ଅଭିଯୋଗ ହୋଇଥିଲା
-ପ୍ରାର୍ଥୀଙ୍କ ଭିତରୁ ୬୩ ଜଣ ଜାଲ୍‌ ସାର୍ଟିଫିକେଟ ଦେଇଥିବା ଅଭିଯୋଗ ଥିଲା
-୧୩୮୨ ପଦବୀ ପାଇଁ ୨୦୨୩ରେ ବାହାରିଥିଲା ବିଜ୍ଞପ୍ତି

Leave a Reply

Your email address will not be published. Required fields are marked *