ରାଜ୍ୟ

କାଲି ସାରା ରାଜ୍ୟରେ ସକାଳୁଆ ସ୍କୁଲ

Spread the love

-କାଲି ସାରା ରାଜ୍ୟରେ ସକାଳୁଆ ସ୍କୁଲ
-ସକାଳ ୬ଟା ୩୦ରୁ ସାଢ଼େ ୧୦ ପର୍ଯ୍ୟନ୍ତ ସ୍କୁଲ
-ଆଉ ଗୋଟିଏ ଦିନ ପାଇଁ ସକାଳୁଆ ସ୍କୁଲ
-୨୨ ତାରିଖରୁ ସ୍ବାଭାବିକ ଭାବେ ଚାଲିବ ସ୍କୁଲ
-ସରକାରୀ ଓ ବେସରକାରୀ ବିଦ୍ୟାଳୟ ପାଇଁ ଲାଗୁ
-ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା

Leave a Reply

Your email address will not be published. Required fields are marked *