ଦେଶ ବିଦେଶ ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ବଡ଼ସିଂହାର ଭୋଗ ଶେଷ ହେବା ପରେ ଆଜି ରାତି ୧୨ଟାରୁ ଆସନ୍ତାକାଲି ଦିନ ୧୧ଟା ଯାଏଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ । June 20, 2024 mos live Spread the loveଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ବଡ଼ସିଂହାର ଭୋଗ ଶେଷ ହେବା ପରେ ଆଜି ରାତି ୧୨ଟାରୁ ଆସନ୍ତାକାଲି ଦିନ ୧୧ଟା ଯାଏଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ ।