ରଥଯାତ୍ରାରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
-ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
-ଜୁଲାଇ ୭ ଓ ୮ରେ ପୁରୀ ରଥଯାତ୍ରାରେ ସାମିଲ ହେବେ
-ଜୁଲାଇ ୬ରୁ ୯ ଯାଏ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ
-୯ରେ NISER ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ
-୯ ତାରିଖ ସନ୍ଧ୍ୟାରେ ଦିଲ୍ଲୀ ଫେରିଯିବେ