ଦେଶ ବିଦେଶ

BJP ସରକାର ଶପଥ ନେବା ପରେ ଆଜି ପ୍ରଥମ ଥର ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

Spread the love

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ | BJP ସରକାର ଶପଥ ନେବା ପରେ ପ୍ରଥମ ଥର ଦିଲ୍ଲୀ ଯିବେ | ଦିଲ୍ଲୀରେ PM ମୋଦିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବେ | ଗୃହମନ୍ତ୍ରୀ ଓ BJPର ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟିବେ | ନିର୍ବାଚନ ପ୍ରତିଶ୍ରୁତି ପୂରଣ ନେଇ ଆଲୋଚନା କରିବେ |

Leave a Reply

Your email address will not be published. Required fields are marked *