ଦେଶ ବିଦେଶ

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ; ଆଜି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ

Spread the love

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

-ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ
-କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗର ମନ୍ତ୍ରୀ ମାନଙ୍କୁ ଭେଟିବେ
-ଅମିତ ଶାହ, ରାଜନାଥ ସିଂହ, ନିର୍ମଳା ସିତାରମଣଙ୍କୁ ଭେଟିବେ
-ନୀତିନ ଗଡକରି, ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଅନ୍ୟ ମନ୍ତ୍ରୀଙ୍କ ଭେଟିବେ
-ଜେପି ନଡ୍‌ଡା ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦଙ୍କୁ ଭେଟିବେ
-ଦୁଇ ଉପ ମୁଖ୍ୟମନ୍ତ୍ରୀ ମଧ୍ୟ ଦିଲ୍ଲୀ ଗସ୍ତରେ ଅଛନ୍ତି

Leave a Reply

Your email address will not be published. Required fields are marked *