ରାଜ୍ୟ

ରଥଯାତ୍ରା ପାଇଁ ଚଳାଚଳ କରିବ ୩୧୫ ସ୍ପେଶାଲ ଟ୍ରେନ୍‌ | ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସୂଚନା

Spread the love

ରଥଯାତ୍ରା ପାଇଁ ଚଳାଚଳ କରିବ ୩୧୫ ସ୍ପେଶାଲ ଟ୍ରେନ୍‌ | ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସୂଚନା | ୩୧୫ ସ୍ପେଶାଲ ଟ୍ରେନ୍‌ ଚାଲିବ, ରାଜ୍ୟର ସବୁ ଅଞ୍ଚଳକୁ ପହଞ୍ଚିବ | ୧୫ ହଜାର ଯାତ୍ରୀ ରହିଲା ଭଳି ଟେଣ୍ଟ ଲଗାଯିବ ବୋଲି କହିଲେ ରେଳ ମନ୍ତ୍ରୀ |

Leave a Reply

Your email address will not be published. Required fields are marked *