ଆଞ୍ଚଳିକ

ଭୁବନେଶ୍ୱରରେ ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଆଜି ଅପରାହ୍ନରେ ନେଇପାରନ୍ତି ଦାୟିତ୍ୱ

Spread the love

ଭୁବନେଶ୍ବରରେ ପହଞ୍ଚିଲେ ଓଡ଼ିଶାର ନବନିଯୁକ୍ତ ମୁଖ୍ୟଶାସନ ସଚିବ ମନୋଜ ଆହୁଜା। ଅପରାହ୍ନରେ କରିବେ ଦାୟିତ୍ୱ ଗ୍ରହଣ । କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ୧୯୯୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ।

Leave a Reply

Your email address will not be published. Required fields are marked *