ରାଜ୍ୟ

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ମନୋଜ ଆହୁଜା |

Spread the love

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ମନୋଜ ଆହୁଜା | ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା | ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ବ ନେଲେ ମନୋଜ ଆହୁଜା | ଲୋକସେବା ଭବନରେ ଦାୟିତ୍ୱ ନେଲେ ମନୋଜ ଆହୁଜା |

Leave a Reply

Your email address will not be published. Required fields are marked *