ଦେଶ ବିଦେଶ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ July 14, 2024 mos live Spread the love-ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ -ପେନସିଲଭାନିଆରେ ଏକ ରାଲି ବେଳେ ଦୁର୍ବୃତ୍ତର ଗୁଳିମାଡ଼ -ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଚାର ବେଳେ ଗୁଳିମାଡ଼ -ଟ୍ରମ୍ପଙ୍କ ଡାହାଣ କାନରେ ଗୁଳି ବାଜିଥିବା ଅନୁମାନ -ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ସନ୍ଦିଗ୍ଧ ଆକ୍ରମଣକାରୀ ମୃତ