ରାଜ୍ୟ

ଶ୍ରୀଜିଉଙ୍କ ବାହୁଡ଼ାଯାତ୍ରା: ଶରଧାବାଲିରୁ ଶ୍ରୀମନ୍ଦିର ଅଭିମୁଖେ ଗଡ଼ିଲା ରଥ

Spread the love

ଶ୍ରୀଜିଉଙ୍କ ବାହୁଡ଼ାଯାତ୍ରା: ଶରଧାବାଲିରୁ ଶ୍ରୀମନ୍ଦିର ଅଭିମୁଖେ ଗଡ଼ିଲା ରଥ, ଶ୍ରଦ୍ଧାରେ ଟାଣି ନେଉଛନ୍ତି ଭକ୍ତ | ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ପରିବେଶ | ଶ୍ରୀମନ୍ଦିର ଅଭିମୁଖେ ରଥ ଟାଣି ଆଣୁଛନ୍ତି ଲକ୍ଷାଧିକ ଭକ୍ତ ଓ ଶ୍ରଦ୍ଧାଳୁ |

Leave a Reply

Your email address will not be published. Required fields are marked *