Uncategorized ଦିଲ୍ଲୀ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆପ୍ ନେତା ମନୀଷ ସିସୋଦିଆଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ August 9, 2024 mos live Spread the loveଦିଲ୍ଲୀ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆପ୍ ନେତା ମନୀଷ ସିସୋଦିଆଙ୍କୁ ଜାମିନ ମିଳିଛି । ଆଜି ସୁପ୍ରିମକୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି । ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିଲେ ମନୀଷ ସିସୋଦିଆ । ଦୀର୍ଘ 17 ମାସ ପରେ ଜେଲରୁ ବାହାରିବେ ।