-ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ୍ ସସ୍ପେଣ୍ଡ
-୧୮ ମାସ ପାଇଁ ସସ୍ପେଣ୍ଡ କଲା ବିଶ୍ବ ବ୍ୟାଡ୍ମିଣ୍ଟନ ଫେଡେରେସନ
-ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ ଅଭିଯୋଗରେ ସସ୍ପେଣ୍ଡ
-୨୦୨୪ ପ୍ୟାରିସ୍ ପାରା ଅଲିମ୍ପିକ୍ସରେ ଭାଗ ନେଇପାରିବେନି ପ୍ରମୋଦ ଭଗତ
-୨୦୨୦ ଟୋକିଓ ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣ ଜିତିଥିଲେ ପ୍ରମୋଦ