ଆଳୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ
ଆଳୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ
-‘ପୂର୍ବ ସରକାରରେ କୃତ୍ରିମ ସମସ୍ୟା ତିଆରି କରାଯାଇଥିଲା’
-‘ଆଳୁ ମିଶନ ନିଜ ସରକାରକୁ ବଞ୍ଚାଇବାକୁ କରିଥିଲେ’
-‘ଚାଷୀ ବଞ୍ଚାଇବା କାର୍ଯ୍ୟକ୍ରମ ପୂର୍ବ ସରକାର କରିନଥିଲେ’
-‘ଏବେ ପଞ୍ଜାବ ଓ ଉତ୍ତରପ୍ରଦେଶରୁ ଆଳୁ ଆସିଛି’
-ଏବେ ଆଳୁ ସମସ୍ୟା ସମାଧାନ ହୋଇଛି: CM
-ଭଲ କିସମର ଆଳୁ ଗବେଷଣା କରିବାକୁ OUATକୁ ଆହ୍ବାନ
-ପିପିପି ମୋଡ୍ରେ ଶୀତଳ ଭଣ୍ଡାର କରାଯିବ: ମୁଖ୍ୟମନ୍ତ୍ରୀ

