ରାଜ୍ୟ

ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ମହାପ୍ରଭୁଙ୍କୁ ଦର୍ଶନ କଲେ I

Spread the love

ପୁରୀ: ମହାପ୍ରଭୁଙ୍କ ଦର୍ଶନ କଲେ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ।ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ସେବାୟତଙ୍କ ତରଫରୁ ତାଙ୍କୁ ସିଂହଦ୍ୱାର ଠାରେ ଖଣ୍ଡୁଆ ଦେଇ ସ୍ବାଗତ କରାଯାଇଥିଲା। ଚାରିଦିନିଆ ଓଡ଼ିଶା ଗସ୍ତ ଅବସରରେ ଆଜି ସେ ସପତ୍ନୀକ ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଇ ଖୁବ୍ ଭାବିବିହ୍ଵଳ ହୋଇଛନ୍ତି । ପ୍ରାୟ ଅଧଘଣ୍ଟା ଶ୍ରୀମନ୍ଦିରରେ ବିତେଇବା ସହ ବିମଳା, ଲକ୍ଷ୍ମୀ ଓ ପାର୍ଶ୍ଵ ଦେବାଦେବୀଙ୍କୁ ସେ ଦର୍ଶନ କରିଥିଲେ।

Leave a Reply

Your email address will not be published. Required fields are marked *