ଆଞ୍ଚଳିକ

କ୍ୟାପିଟାଲ୍ ହସ୍ପିଟାଲ୍ ସଫେଇ କର୍ମଚାରୀଙ୍କ ଆନ୍ଦୋଳନ

Spread the love

ଚାରିଆଡେ ପଡ଼ିଛି ଆବର୍ଜନା । ର୍ଗନ୍ଧରେ ଫାଟୁଛି କ୍ୟାପିଟାଲ୍ ହସ୍ପିଟାଲ୍ । କ୍ୟାପିଟାଲ୍ ହସ୍ପିଟାଲ୍ ସଫେଇ କର୍ମଚାରୀଙ୍କ ଆନ୍ଦୋଳନଙ୍କ ଯୋଗୁ ଉପୁଜିଛି ଏମିତି ସ୍ଥିତି । ଗତକାଲିଠାରୁ କ୍ୟାପିଟାଲ ହସ୍ପିଟାଲ ସଫେଇ କର୍ମଚାରୀ ଆନ୍ଦୋଳନ ଚଳାଇଛନ୍ତି । ପୂଜା ବୋନସ୍ ସହ ୨୬ ଦିନ ବଦଳରେ ୩୦ ଦିନର ଦରମା ଦାବିରେ ଆନ୍ଦୋଳନରେ ବସିଛନ୍ତି ହସ୍ପିଟାଲ୍‌ର ସଫେଇ କର୍ମଚାରୀ ।

ପିଟାଲ୍ ହସ୍ପିଟାଲ୍ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ବସିଛନ୍ତି ସଫେଇ କର୍ମଚାରୀ ।ଯାହାଫଳରେ ହସ୍ପିଟାଲରେ ଅସ୍ୱାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି। ଚାରି ଆଡ଼େ ପଡ଼ିଛି ଆବର୍ଜନା ଓ ଦୁର୍ଗନ୍ଧରେ ଫାଟୁଛି କ୍ୟାପିଟାଲ୍ ହସ୍ପିଟାଲ୍ । ଦାବି ପୂରଣ ନହେବା ଯାଏଁ ଆନ୍ଦୋଳନରୁ ଉଠବେ ନାହିଁ ବୋଲି ଚେତାବନୀ ଦେଇଛନ୍ତି ସଫେଇ କର୍ମଚାରୀ ।