ଓଡ଼ିଶାରେ ସରକାରୀ ଚାକିରି କରିବାର ସ୍ୱପ୍ନ ଦେଖୁଥିବା ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ୍
ଓଡ଼ିଶାରେ ସରକାରୀ ଚାକିରି କରିବାର ସ୍ୱପ୍ନ ଦେଖୁଥିବା ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ୍। ଆପଣଙ୍କର ଯଦି ଏମିତି ସ୍ୱପ୍ନ ଥାଏ ତେବେ ଏହି ସୁଯୋଗ ହାତଛଡା କରନ୍ତୁ ନାହିଁ। ଓଡିଶା ଜନସେବା ଆୟୋଗ (OPSC) ଏହି ସୁଯୋଗ ନେଇ ଆସିଛି। ଏନେଇ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।
ଏହି ନିଯୁକ୍ତି ମାଧ୍ୟମରେ OPSCରେ SDIPRO ପଦବୀ ପୂରଣ ହେବ। ଏହି ନିଯୁକ୍ତି ମାଧ୍ୟମରେ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏନେଇ ୩୯ ପଦବୀ ପୂରଣ ହେବ।

